www.samajalive.in
Tuesday, December 9, 2025
26.1 C
Bhubaneswar

ସିବିଏସଇ ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

ଭୁବନେଶ୍ବର : ସିବିଏସଇ ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ ହେବ । ୨୦୨୬ ବୋର୍ଡ ପରୀକ୍ଷା ଯୋଗ୍ୟତା ହାସଲ କରିବା ପାଇଁ ସର୍ବନିମ୍ନ ୭୫ ପ୍ରତିଶତ ଉପସ୍ଥାନ ଆବଶ୍ୟକ ପଡିବ । ଏଥିରେ ହେରଫେର ହୋଇଥିବା ଜଣାପଡିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ଡମି ପରୀକ୍ଷାର୍ଥୀଙ୍କୁ ରୋକିବା ପାଇଁ ସିବିଏସଇ କଡା ପଦକ୍ଷେପ ଗ୍ରହଣ କରିଛି । ଆଫିଲେଟେଡ୍ ସ୍କୁଲଗୁ଼ଡିକରେ ଶୈକ୍ଷିକ ଶୃଙ୍ଖଳା ପାଇଁ ପରାମର୍ଶ ଦିଆଯାଇଛି ।

Hot this week

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

Related Articles

Popular Categories