www.samajalive.in
Sunday, December 14, 2025
26.1 C
Bhubaneswar

ଯୁବତୀଙ୍କୁ ପ୍ରତାରଣା ଅଭିଯୋଗରେ ଏଏସଓ ଗିରଫ

ଭୁବନେଶ୍ବର : ଯୁବତୀଙ୍କୁ ପ୍ରତାରଣା ଅଭିଯୋଗରେ ଏଏସଓ ଗିରଫ ହୋଇଛନ୍ତି । ଆସିଷ୍ଟାଣ୍ଚ ସେକ୍ସନ୍ ଅଫିସର (ASO) ସୁଶାନ୍ତ ଜେନାଙ୍କୁ ଗିରଫ କରିଛି ପୋଲିସ । ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିଥିବା ଅଭିଯୋଗରେ ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ମହିଳା ଥାନା ପୋଲିସ । ସୁଶାନ୍ତ ଜେନା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ASO ବୋଲି ଜଣାପଡିଛି । ଯୁବତୀଜଣଙ୍କ ତାଙ୍କ ବିରୁଦ୍ଧରେ ଲିଖିତ ଅଭିଯୋଗ ପରେ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories