www.samajalive.in
Monday, December 15, 2025
16.1 C
Bhubaneswar

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବନ ମହୋତ୍ସବ

ପାଟଣା : ଘଟଗାଁ ବ୍ଲକ ଅନ୍ତର୍ଗତ ଢେଙ୍କିକୋଟ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଲିଗାଲ ଲିଟେରେସି କ୍ଲବ ଏବଂ ଢେଙ୍କିକୋଟ ବନ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ବନମହୋତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଥିବା ଛାତ୍ରୀ ନିବାସ ହତା ଚାରି କଡ଼ରେ ବିଭିନ୍ନ କିସମର ଚାରାରୋପଣ କରାଯାଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷ ଭ୍ରମରବର ମଲ୍ଲିକଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମର ଆରମ୍ଭ ହୋଇଥିଲା। ଏଥିରେ ଢେଙ୍କିକୋଟ ବନପାଳ ନଗେନ୍ଦ୍ର କୁମାର ଜେନା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁ ରୁପେ ନିର୍ବାହ କରିଥିଲେ। ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସମେତ ଛାତ୍ରଛାତ୍ରୀ ମାନେ ଚାରା ରୋପଣ କରିଥିଲେ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories