www.samajalive.in
Sunday, December 14, 2025
19.1 C
Bhubaneswar

୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବ। ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ  ୩ ଦିନ ଧରି ପକ୍ଷୀ ଗଣନା ହେବ। ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ। ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର। ପକ୍ଷୀ ଗଣନା ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । ପକ୍ଷୀ ବିହାର ଭାବେ ପରିଚିତ ଭିତରକନିକା ଏବଂ ତତ୍‌ସଂଲଗ୍ନ ଆଦ୍ରଭୂମିରେ ଭିଡ଼ ଜମାଇଥିବା ପକ୍ଷୀଙ୍କୁ ଗଣନା କରାଯିବ। ଏଥିପାଇଁ ତାଲିମ ନେବେ ଟିମ ସଦସ୍ୟ।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories