www.samajalive.in
Saturday, December 13, 2025
21.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଉର୍ଦ୍ଧ୍ବ ଆହତ

ଯାଜପୁର: ଜାତୀୟ ରାଜପଥ-୧୬ରେ ବସ୍ ଓଲଟି ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । କୁଆଖିଆ ଥାନା ମୂଳାପାଳ ନିକଟରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡିଛି । ବସଟି କଟକରୁ ବରୀ ଯାଉଥିଲା । ତେବେ ବର୍ଷା ହେଉଥିବାବେଳେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories