www.samajalive.in
Monday, December 15, 2025
15.1 C
Bhubaneswar

କ୍ୟାବିନେଟରେ ୪ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୨୪ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି  । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା  ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ  । କ୍ୟାବିନେଟ ବୈଠକରେ ମୋଟ  ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି  । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories