www.samajalive.in
Sunday, December 14, 2025
23.1 C
Bhubaneswar

ନାବାଳିକା ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ

କାମାକ୍ଷାନଗର : ନାବାଳିକା ଛାତ୍ରୀଙ୍କୁ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ପରଜଙ୍ଗ ଥାନା କନ୍ତୋର ହାଇସ୍କୁଲର ସହକାରୀ ଶିକ୍ଷକଙ୍କ ନାଁରେ ଏମିତି ଅଭିଯୋଗ ଆଣିଛନ୍ତି ନାବାଳିକା ଓ ତାଙ୍କ ପରିବାରଲୋକେ । ନାବାଳିକା ଜଣଙ୍କ  ଶିକ୍ଷକଙ୍କ ଘରକୁ ଯାଇଥିବାବେଳେ ସେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ପରଜଙ୍ଗ ଥାନାରେ ଥାନାରେ ଲିଖିତ ଅଭିଯୋଗ ପରେ ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories