ଭୁବନେଶ୍ବର : ଆସନ୍ତାକାଲି ଭୁବନେଶ୍ବରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ଅନିର୍ବାଯ୍ୟ କାରଣ ବଶତଃ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି କରାଯିବ ନାହିଁ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Popular Categories



