www.samajalive.in
Sunday, December 14, 2025
17.1 C
Bhubaneswar

ତିନି ଚକିଆ ଗାଡି ପାଇଁ ଦାବି

ଫୁଲବାଣୀ : ଦିବ୍ୟାଙ୍ଗମାନଙ୍କୁ ତିନି ଚକିଆ ଅଟୋରିକ୍ସା ଓ ସ୍କୁଟର ଯୋଗାଇ ଦେବା ପାଇଁ ବାଲିଗୁଡା ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ମଞ୍ଚ ତରଫରୁ ଦାବି କରାଯାଇଛି। ଦିବ୍ୟାଙ୍ଗମାନଙ୍କ ପାଇଁ ଯିବା ଆସିବାରେ ଅସୁବିଧା ହେଉଥିବାରୁ ସାମାଜିକ ସୁରକ୍ଷା ବିଭାଗ ଦ୍ବାରା ଏହି ଗାଡି ଯୋଗାଇ ଦିଆଯାଉଛି। କିନ୍ତୁ ବାଲିଗୁଡା ଅଞ୍ଚଳର କିଛି ଦିବ୍ୟାଙ୍ଗ ଏହି ସବୁ ସୁବିଧାରୁ ବଞ୍ଚିତ ହୋଇଛନ୍ତି । ତେଣୁ ସେମାନଙ୍କୁ ଏହି ସୁବିଧା ଯୋଗାଇ ଦେବା ପାଇଁ ଜିଲାପାଳଙ୍କୁ ନିବେଦନ କରାଯାଇଛି। ସଭାପତି  ପରମାନନ୍ଦ ନାୟକ, ଉପଦେଷ୍ଟା ଅଶୋକ ମଲିକଙ୍କ ନେତୃତ୍ୱରେ ବାଲିଗୁଡ଼ା ଏନଏସିର ଦିବ୍ୟାଙ୍ଗ ଭବାନୀ ଶଙ୍କର ନନ୍ଦ, ଏସ ନୀଳାଚଳ ପାତ୍ର, ବାବୁଲା ପଲେଇ ଓ ଗୁଲାମ ରସୁଲ ସାମାଜିକ ଅଧିକାରୀ ପି. ପଦ୍ମାଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories