www.samajalive.in
Thursday, December 11, 2025
14.1 C
Bhubaneswar

ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମା ନିଲମ୍ବିତ

ଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକ୍‌ମା ନିଲମ୍ବିତ । ଭିଜିଲାନ୍ସ ଦ୍ବାରା ଗିରଫ ପରେ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତକାଲି ଧର୍ମଗଡ ଉପଜିଲ୍ଲାପାଳ ଧୀମାନ୍ ଚକ୍‌ମାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଧର୍ମଗଡ ଉପ ଜିଲ୍ଲାପାଳ ଧିମାନ ଚକମା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ସେଲ ଦ୍ଵାରା ଧରା ପଡ଼ିଥିଲେ। ତାଙ୍କ ସରକାରୀ ଘର ତନଖି ବେଳେ ଭିଜିଲାନ୍ସ ଟିମ୍ ୪୭ ଲକ୍ଷ ଟଙ୍କା ଠାବ କରିଥିଲା। ଜଣେ ବ୍ୟବସାୟୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଦାବି କରି ୧୦ ଲକ୍ଷ ନେବା ବେଳେ ଭୁବନେଶ୍ୱରରୁ ଆସିଥିବା ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲେ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories