www.samajalive.in
Monday, December 15, 2025
15.1 C
Bhubaneswar

ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟ ମନା, ପାର୍କିଂ ସୁବିଧା ନଥିଲେ ପଡିବନି ମୀନାବଜାର

ଭୁବନେଶ୍ବର : ପୂଜାକୁ ନେଇ ବିଏମସିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥର ରାଜଧାନୀରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଏହା ସହ ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁରଙ୍କୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି । ପାର୍କିଂ ପାଇଁ ସୁବିଧା ନଥିଲେ ମୀନା ବଜାର ପଡିବନି କିମ୍ବା ରାବଣ ପୋଡ଼ି ପାଇଁ ମଧ୍ୟ ଅନୁମତି ମିଳିବନି । କୌଣସି ପୂଜା କମିଟି ମୁଖ୍ୟ ରାସ୍ତାରେ ତୋରଣ ଲଗାଇପାରିବେ ନାହିଁ । ସମସ୍ତ ପୂଜା ପେଣ୍ଡାଲ ଓ ଭସାଣି ପୋଖରୀ ନିକଟରେ ଆମ୍ବୁଲାନ୍ସ ରଖିବା ବ୍ୟବସ୍ଥା ହେବ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories