www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ୪ ଘର ଭାଙ୍ଗିଲେ ହାତୀପଲ

ପାଟଣା : ପାଟଣା ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ଡେରା ପକାଇ ଥିବା ୩୧ ଟିକିଆ ହାତୀପଲ ଗତରାତି ୪ଟି ଘର ଭାଙ୍ଗିଛନ୍ତି। ଏହି ହାତୀପଲ ତଣ୍ଡୋ ଗ୍ରାମରେ ପଶି ସତ୍ୟ ମୁଣ୍ଡା ଓ ଗୁଲୁ ମୁଣ୍ଡାଙ୍କ ଘର ଭାଙ୍ଗିବା ସହ ବାଲିଯୋଡି ଗ୍ରାମରେ ପଶି ସୁବଳ ନାଏକ ଓ ବିଷ୍ଣୁ ପ୍ରସାଦ ଦାସଙ୍କ ଘର ଭାଙ୍ଗି ଧାନ ଚାଉଳ ଖାଇ ଯିବା ସହ ଆସବାବପତ୍ର ଭଙ୍ଗାଭାଙ୍ଗି କରିଥିବା ସୂଚନା ମିଳିଛି। ଖବର ପାଇବା ପରେ ବନପାଳ ନିରଞ୍ଜନ ସେଠୀ ଗ୍ରାମକୁ ଯାଇ କ୍ଷୟକ୍ଷତିର ଆକଳନ କରିଛନ୍ତି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories