ନାମଫଳକକୁ ନେଇ ଦୁଇ ଗାଁ ମଧ୍ୟରେ ବିବାଦ: ଜଣେ ଆହତ, ଦୋକାନ ବଜାର ବନ୍ଦ

ବେଗୁନିଆ : ବଜାରରେ ଦୁଇ ଗାଁର ନାମ ଫଳକ ମାରିବାକୁ ନେଇ ଦୁଇ ଗ୍ରାମ ମଧ୍ୟରେ ଦେଖାଦେଇଥିବା ବିବାଦ ଏବେ ଉଗ୍ର ରୂପ ନେଇଛି।  ଦୁଇ ଗ୍ରମାବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହ ଗଣ୍ଡଗୋଳରେ ଜଣେ ଆହତ ହୋଇଛନ୍ତି।  ଖୋର୍ଦ୍ଧା ଜିଲା ବାଘମାରୀ ଥାନା ପୋଡ଼ାଡିହ ପଞ୍ଚାୟତ ଓସ୍ତପୁର ଏବଂ କୋଟପଲ୍ଲା ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଦୀର୍ଘଦିନ ଧରି ଉଭୟ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲେ ମଧ୍ୟ ସମାଧାନ ହୋଇପାରିନଥିଲା। ଉକ୍ତ … Continue reading ନାମଫଳକକୁ ନେଇ ଦୁଇ ଗାଁ ମଧ୍ୟରେ ବିବାଦ: ଜଣେ ଆହତ, ଦୋକାନ ବଜାର ବନ୍ଦ