www.samajalive.in
Monday, December 15, 2025
14.1 C
Bhubaneswar

ଶୁକ୍ରବାର ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର : ଆସନ୍ତାକାଲି ଶୁକ୍ରବାର ଜୁଲାଇ ୪ ତାରିଖରେ ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ । ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତିକୁ ନଜରରେ ରଖି ଶୁକ୍ରବାର ସନ୍ଧ୍ୟା ଦର୍ଶନ ସନ୍ଧ୍ୟା ୬ ଘଟିକା ଠାରୁ ବନ୍ଦ ରହିବ।  ନିର୍ଦ୍ଧାରିତ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ଅନୁଷ୍ଠିତ ହେବାପରେ ଶ୍ରୀଜୀଉଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ। ଭକ୍ତ ଓ ଶ୍ରଦ୍ଧାଳୁମାନେ ବାହୁଡ଼ା ଯାତ୍ରା ଦିନ ରଥାରୂଢ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ କରିପାରିବେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ସୂଚନା ଦେଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories