www.samajalive.in
Wednesday, December 10, 2025
26.1 C
Bhubaneswar

ଖଲ୍ଲିକୋଟ: ଘରୁ ଡାକିନେଇ ଯୁବକଙ୍କୁ ହତ୍ୟା

ଖଲ୍ଲିକୋଟ: ଘରୁ ଡାକି ନେଇ ଯୁବକଙ୍କୁ ହାଣି ହତ୍ୟା ମାମଲା ସାମ୍ନାକୁ ଆସିଛି ।  ବେଗୁନିଆପଡ଼ା ଥାନା ସୋରଡ଼ାପଲ୍ଲିରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତକଙ୍କୁ ବୁଧବାର ସନ୍ଧ୍ୟାରେ ୩ ଜଣ ଯୁବକ ଡାକି ନେଇ ହତ୍ୟା କରିଥିବା ସୂଚନା ମିଳିଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତଦେହ ରାସ୍ତାରେ ପଡିଥିବା ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ପଚରାଉଚରା କରୁଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଥିବାବେଳେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନି ।

Hot this week

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

Related Articles

Popular Categories