www.samajalive.in
Sunday, December 14, 2025
23.1 C
Bhubaneswar

କଟକର ୬ଟି ସ୍ଥାନରେ ସୁଉଚ୍ଚ ତୋରଣ ପାଇଁ ହାଇକୋର୍ଟଙ୍କ ଅନୁମତି

କଟକ: ଦୁର୍ଗାପୂଜା ପୂର୍ବରୁ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି ଆସିଛି । କଟକର ୬ଟି ସ୍ଥାନରେ ସୁଉଚ୍ଚ ତୋରଣ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି । ରାଣୀହାଟ, ଚାନ୍ଦିନୀଚୌକ, ବାଦାମବାଡ଼ି, ଖାନ୍‌ନଗର, ମାଲଗୋଦାମ, ଶିଖରପୁରରେ ସୁଉଚ୍ଚ ତୋରଣ ପାଇଁ ଅନୁମତି ଦିଆଯାଇଛି । ଦୁଇଟି ପର୍ଯ୍ୟାୟରେ ଅନୁମତି ନେଇ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି । କହିରଖୁଛୁ ପୂର୍ବରୁ ରାସ୍ତା ଉପରେ ତୋରଣ ନିର୍ମାଣ ଉପରେ ରୋକ ଲାଗିଥିଲା । ତେବେ ଆଜି କଟକ ସହରର ସମସ୍ୟା ଶୁଣାଣି ସମୟରେ ହାଇକୋର୍ଟ ସୁଉଚ୍ଚ ତୋରଣ ନିର୍ମାଣ ପାଇଁ ଅନୁମତି ଦେଇଛନ୍ତି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories