ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ 

ସାକ୍ଷୀଗୋପାଳ : ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ … Continue reading ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ