ତେଣ୍ଡେରାଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

ପାଟଣା : କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ତେଣ୍ଡେରା ଗ୍ରାମ ପଞ୍ଚାୟତ ହାଟ ପଡ଼ିଆରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ସାହାରପଡା କୃଷି ବିଭାଗ ତରଫରୁ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ବ୍ଲକ କୃଷି ଅଧିକାରୀ ତନୟା ସାହୁଙ୍କ ଅଧ୍ୟକ୍ଷତାରେ ହୋଇଥିବାବେଳେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରିନା ନାଏକ ଯୋଗ ଦେଇଥିଲେ । ବିଶେଷଜ୍ଞ ଭାବେ ଡ଼ଃ ପ୍ରବୀଣ … Continue reading ତେଣ୍ଡେରାଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ