www.samajalive.in
Tuesday, December 9, 2025
17.1 C
Bhubaneswar

ପୁଞ୍ଜିପଥର ମନ୍ଦିରରୁ ଦାନ ବାକ୍ସ ସହ ଲକ୍ଷାଧିକ ଟଙ୍କାର ଚୋରି

କଣ୍ଟାବାଞ୍ଜି : ବଙ୍ଗୋମୁଣ୍ଡା ୪୨ ନଂ ରାଜ୍ୟ ରାଜପଥ ପାର୍ଶ୍ଵରେ ଥିବା ପୁଞ୍ଜିପଥର ଡଙ୍ଗରବୁଢା ମନ୍ଦିରରୁ ଲକ୍ଷାଧିକ ଟଙ୍କାର ବିଭିନ୍ନ ସାମଗ୍ରୀ ଦୁର୍ବୃତ୍ତ ଚୋରି କରି ନେଇଛନ୍ତି । ସକାଳୁ ମନ୍ଦିର ପୂଜକ ମନ୍ଦିର ଖୋଲିବା ପରେ ଦାନ ବାକ୍ସ ନ ଥିବା ଦେଖିବାକୁ ପାଇଥିଲେ। ମନ୍ଦିରର ଦୁଇଟି ଦାନ ବାକ୍ସ ସହିତ ସୋଲାର ବ୍ୟାଟେରୀ, ଇନଭେଟର, ସୋଲାର ଲାଇଟ ସହ ବିଭିନ୍ନ ସାମଗ୍ରୀ ଚୋରି ହୋଇଛି । ଗତ ବର୍ଷ ମଧ୍ୟ ଦାନ ବାକ୍ସ ଭାଙ୍ଗି ଚୋରି ହୋଇଥିଲା। ମନ୍ଦିରରୁ ଚୋରି ହୋଇଥିବା ନେଇ କଣ୍ଟାବାଞ୍ଜି ଥାନାରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଏତଲା ଦେବା ପରେ କଣ୍ଟାବାଞ୍ଜି ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories