www.samajalive.in
Friday, December 12, 2025
15.1 C
Bhubaneswar

ଆସୋସିଏଟ ପ୍ରଫେସରଙ୍କ ବିରୁଦ୍ଧରେ ମାନସିକ ନିର୍ଯାତନା ଅଭିଯୋଗ

ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ଆସୋସିଏଟ ପ୍ରଫେସରଙ୍କ ବିରୁଦ୍ଧରେ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଲେ ଛାତ୍ରଛାତ୍ରୀ । ଆସୋସିଏଟ୍ ପ୍ରଫେସର ଭାରତୀ ଦାଶଙ୍କ ନାଁରେ ମାନସିକ ନିର୍ଯାତନା ଦେଉଥିବା ଶିଶୁ ବିଭାଗ ପିଜି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି । କର୍ତ୍ତୃପକ୍ଷଙ୍କୁ ଛାତ୍ରଛାତ୍ରୀମାନେ ଲିଖିତ ଭାବେ ଜଣାଇବା ପରେ ଏ ସଂକ୍ରାନ୍ତରେ ଏକ ବୈଠକ ମଧ୍ୟ ବସିଛି । ଉଭୟ ପକ୍ଷଙ୍କୁ ବସାଇ ଅଧୀକ୍ଷକ ଏବଂ ଡିନ୍‌ ବୈଠକ କରିଥିବା ସୂଚନା ମିଳିଛି । ବୈଠକ ପରେ ଆସୋସିଏଟ୍ ପ୍ରଫେସରଙ୍କ ବିରୁଦ୍ଧରେ ଆସିଥିବା ଅଭିଯୋଗକୁ ଅଧିକ୍ଷକ ସ୍ବୀକାର କରିବା ସହ ଏନେଇ ତର୍ଜମା ଚାଲିଥିବା ସୂଚନା ଦେଇଛନ୍ତି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories