www.samajalive.in
Sunday, December 14, 2025
23.1 C
Bhubaneswar

ମେଡିକାଲ୍‌ ପରିସରରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଭୁବନେଶ୍ବର : ନଖରା ନିକଟସ୍ଥ ମହିଧରପଡ଼ା ମେଡିକାଲ୍‌ ପରିସରରୁ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି । ମେଡିକାଲ୍‌ ପରିସରରେ ଥିବା ଏକ ଗଛ ମୂଳରୁ ସ୍ଥାନୀୟ ଲୋକେ ଆଜି ଏହି ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରିଛନ୍ତି । କିଏ ଏହି ଶିଶୁକନ୍ୟାକୁ ଛାଡି ଦେଇଯାଇଥିବା ଅନୁମାନ କରାଯାଉଛି, ତେବେ ତାହା ସ୍ପଷ୍ଟ ହୋଇପାରିନି । ଉଦ୍ଧାର  ଶିଶୁ କନ୍ୟାକୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର ପରେ ଶିଶୁଭବନ ସ୍ଥାନାନ୍ତର କରାଯାଇଛି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories