www.samajalive.in
Saturday, December 6, 2025
26.1 C
Bhubaneswar

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି। ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପିଲା ଫେଲ୍‌ ହେଲେ ପୁଣି ପରୀକ୍ଷା ସୁଯୋଗ ପାଇବେ । ୨ ମାସ ମଧ୍ୟରେ ପୁନଃ ପରୀକ୍ଷା ପାଇଁ ସ୍କୁଲ କର୍ତ୍ତୃପକ୍ଷ ସୁଯୋଗ ଦେବେ । ଯଦି ପାସ୍‌ କରନ୍ତି ତେବେ ଉତ୍ତୀର୍ଣ୍ଣ ହେବେ ନଚେତ୍ ପୁଣି ସେହି ଶ୍ରେଣୀରେ ପଢିବ । ପ୍ରାଥମିକ ଶିକ୍ଷା ଶେଷ ନହେବା ପର‌୍ୟ୍ୟନ୍ତ ପିଲାଙ୍କୁ ସ୍କୁଲ୍‌ରୁ ବହିଷ୍କାର କରାଯିବନି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories