www.samajalive.in
Sunday, December 7, 2025
13.1 C
Bhubaneswar

୨୦୨୩ ବର୍ଷ ପାଇଁ ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପୁରସ୍କାର ଘୋଷଣା

ଭୁବନେଶ୍ବର : ୨୦୨୩ ବର୍ଷ ପାଇଁ ଓଡ଼ିଶା ଉର୍ଦ୍ଦୁ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି । ଭଦ୍ରକର ଜନାବ୍ ସେକ୍ ଅନୱର ହୁସେନଙ୍କୁ ଅମଜଦ ନଜମୀ ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି। ତାଙ୍କୁ ୩ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି।  ସେହିଭଳି କଟକର ଜନାବ୍ ଅବଦୁଲ ହକ୍ ବେତାବଙ୍କୁ ଡ଼ଃ କରାମତ ଅଲ୍ଲୀ କରାମତ ପୁରସ୍କାର ୨୦୨୩ ପ୍ରଦାନ କରାଯାଇଛି। ତାଙ୍କୁ ୨ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି। ଶ୍ରୀଯୁକ୍ତ ରଶ୍ମିକାନ୍ତ ରାହି ପୁରସ୍କାର ୨୦୨୩ କଟକର ଜନାବ୍ ସମିଉଲ୍ ହକ୍ ଶାକିରଙ୍କୁ ପ୍ରଦାନ କରାଯାଇଛି। ତାଙ୍କୁ ୧ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories