www.samajalive.in
Saturday, December 13, 2025
21.1 C
Bhubaneswar

ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ବାସୁଦେବପୁର : ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ବାସୁଦେବପୁର ପୋଲିସ ଜଣେ ଯୁବକକୁ ଗିରଫ କରି କେର୍ଟ ଚାଲାଣ କରିଛି । ମିଳିଥିବା ସୂଚନା ମୁତାବକ, ଆର୍ତ୍ତୁଂ ଗ୍ରାମର ଘୁଷୁରାଠାରେ ଥିବା ଏକ ଘୁଷୁରି ଫାର୍ମରେ କାମ କରୁଥିବା ଜଣେ ଯୁବତୀଙ୍କୁ ଏକୁଟିଆ ରହୁଥିବା ଜାଣି ଅନନ୍ତପୁର ଥାନା ଅଧିନ ଟେଣ୍ଟେଇ ଗ୍ରାମର ଶିବ ମଳିକଙ୍କ ପୁଅ ମୁନା  ଦୁଷ୍କର୍ମ କରିଥିଲା । ସକାଳ ସମୟରେ ଫାର୍ମ ହାଉସର ମାଲିକଙ୍କୁ ସମସ୍ତ ଘଟଣା ଜଣାଇବା ପରେ ନିକଟସ୍ଥ ଥାନାରେ ଲିଖିତ ଅଭିଯୋଗକୁ ନେଇ ପେଲିସ ଘଟଣାର ତଦନ୍ତ କରିବା ସହିତ ଯୁବତୀଙ୍କୁ ଡାକ୍ତରୀମାଇନା କରିଥିଲା । ଏହି କ୍ରମରେ ଥାନା କେସ ନଂ ୫୪୮/୨୫ ବଳରେ  ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରିଣୀ ଲୋପାମୁଦ୍ରା ନାୟକ ଜଣାଇଛନ୍ତି ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories