www.samajalive.in
Saturday, December 6, 2025
26.1 C
Bhubaneswar

୨୭ରେ ସ୍ବତନ୍ତ୍ର ଓଟିଇଟି, ୨ଟି ସିଟିଂରେ ହେବ ପରୀକ୍ଷା

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସ୍ବତନ୍ତ୍ର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ଦିନ ଦୁଇଟି ସିଟିଂରେ ପରୀକ୍ଷା ହେବ। ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଏବଂ ଅପରାହ୍ନ ୨ଟାରୁ ୪ଟା ଯାଏ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀମାନଙ୍କ ଆଡ୍‌ମିଟ୍‌ କାର୍ଡ ଆସନ୍ତା ୧୭ ତାରିଖରୁ ବୋର୍ଡ ୱେବ୍‌ସାଇଟ www.bseodisha.ac.inରେ ଉପଲବ୍ଧ ହେବ। ତେବେ ପରୀକ୍ଷା କେନ୍ଦ୍ରଗୁଡିକ ଅପରିବର୍ତ୍ତିତ ରହିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories