www.samajalive.in
Saturday, December 13, 2025
17.1 C
Bhubaneswar

ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ

ବାସୁଦେବପୁର :  ବାସୁଦେବପୁରର ଥାନା ଅଧିନ ଆରୁହା ପଞ୍ଚାୟତ ଭାଗପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ, ଅରଣ୍ଡୁଆ ପଞ୍ଚାୟତର କାନ୍ଥିସାହୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ   ପଧାନୀପଡା  ପ୍ରାଥମିକ ବିଦ୍ୟାଳୟରୁ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ହୋଇଥିବା ଅଭିଯୋଗ ହୋଇଛି । କାନ୍ଥିସାହୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ କୋଡିଏ ବସ୍ତା ଚାଉଳ ଚୋରି ହୋଇଥିବା ବେଳେ ନିଗମ ସ୍ୱୟଂ ସହାୟକ ଗୋଷ୍ଠୀ ମଧ୍ୟାହ୍ନ ଭୋଜନ ଦାୟିତ୍ୱରେ ରହିଥିଲା ବୋଲି  ପ୍ରଧାନଶିକ୍ଷକ ଶରତଚନ୍ଦ୍ର ସାହୁ ଥାନାରେ ଲିଖିତ ଅଭିଯୋଗରେ ଦର୍ଶାଇଛନ୍ତି । ସେହିପରି  ଭାଗପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ୯ବସ୍ତା ଚାଉଳ ଚୋରି ହୋଇଥିବା ଗୈାରିମଣି ପ୍ରଧାନ ଅଭିଯୋଗରେ ଦର୍ଶାଇଥିବାବେଳେ  ପଧାନୀପଡା  ପ୍ରାଥମିକ ବିଦ୍ୟାଳୟ ୧ବସ୍ତା ଚାଉଳ ସହିତ ହାଣ୍ଡି, କଡେଇ, ପିତ୍ତଳ ଘଣ୍ଟା ସମେତ ବାସନ ଚୋରୀ ହୋଇଥିବା ପ୍ରଧାନଶିକ୍ଷୟତ୍ରୀ ମିନତୀଲତା ପଣ୍ଡା ଥାନାରେ ଅଭିଯୋଗ ହୋଇଛି । ତେବେ ଅଭିଯୋଗ ଆଧାରରେ ପୋଲିସ ଘଟଣାର ତଦନ୍ତ କରୁଥିବା ଥାନାଧିକାରିଣୀ ଲୋପାମୁଦ୍ରା ନାୟକ ଜଣାଇଛନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories