www.samajalive.in
Monday, December 8, 2025
20.1 C
Bhubaneswar

ଫକୀର ମୋହନ ମହାବିଦ୍ୟାଳୟର ନିଲମ୍ବିତ ପ୍ରିନ୍ସପାଲ ଗିରଫ

ଭୁବନେଶ୍ବର : ବାଲେଶ୍ୱର ଏଫଏମ୍ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୁଲିସ । ଛାତ୍ରୀଙ୍କ ପରିବାର ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ । କହିରଖୁଛୁ ପୂର୍ବରୁ ଏଜୁକେସନ୍ ବିଭାଗ ମୁଖ୍ୟ ସମୀର ସାହୁ ଗିରଫ ହୋଇଥିଲେ । ସୂଚନାଯୋଗ୍ୟ ଭୁବନେଶ୍ଵର ଏମ୍ସରେ ଜୀବନ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି ବାଲେଶ୍ବର ଏଫଏମ୍ କଲେଜ ଛାତ୍ରୀ । ଏକ ସ୍ଵତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି । ଛାତ୍ରୀଙ୍କ ଡାଇଲିଲିସ୍ ଚାଲିଥିବା ଜଣାପଡ଼ିଛି । ଭୁବନେଶ୍ଵର ଡାକ୍ତରୀ ଟିମ୍ ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍ ସହିତ ଆଲୋଚନା କରି ଚିକିତ୍ସା କରୁଥିବା ଜଣାପଡ଼ିଛି । ଏବେ ବି ତାଙ୍କର ଅବସ୍ଥା ସଂକଟାପନ୍ନ  ରହିଛି ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories