www.samajalive.in
Sunday, December 7, 2025
26.1 C
Bhubaneswar

ଭୁଶୁଡିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌

ବୌଦ୍ଧ: ସୋମବାର ଅପରାହ୍ନରେ ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌ ଭୁଶୁଡିପଡିଛି । ଅଡେଣିଗଡ଼ ନିକଟରେ କୌଣସି କାରଣରୁ ଭୁଶୁଡ଼ି ପଡିଛି ଏହି ନିର୍ମାଣାଧିନ ରେଳ ଟନେଲ । ଟନେଲ ଭୁଶୁଡିବା ପରେ ୩୦ ମିଟର ଦୀର୍ଘ ଗର୍ତ୍ତ ସୃଷ୍ଟି ହୋଇଥିବା ସୂଚନା ମିଳିଛି । ତେବେ ଟନେଲ୍‌ ଭିତରେ ଶ୍ରମିକ ଫସିଛନ୍ତି ନା ନାହିଁ ସ୍ପଷ୍ଟ ହୋଇନି । ବର୍ଷା ଯୋଗୁଁ ଭୁଶୁଡିପଡିଥିବା ଅନୁମାନ କରାଯାଉଛି ।

ସାମ୍ନାକୁ ଆସିଲା ନୂଆ ଭିଡିଓ, ଲାହୋରରେ ଜ୍ୟୋତିଙ୍କୁ ସୁରକ୍ଷା ଦେଉଥିଲେ ପାକିସ୍ତାନୀ ପୁଲିସ

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories