ପାରାଦୀପ: ଏକ ବାଇକ୍ ଉପରେ ହାଇଓ୍ବା ମାଡିଯିବା ଫଳରେ ବାପ ଝିଅ ୨ ଜଣଙ୍କ ମୃତ୍ୟୁ ହୋଇଛି । କଟକ-ପାରାଦୀପ ରାସ୍ତା କୋଠିଆସାହି ଛକରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିବାବେଳେ ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଞ୍ଚି ବୁଝାସୁଝା କରୁଛି ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!