www.samajalive.in
Sunday, December 7, 2025
23.1 C
Bhubaneswar

ଚନ୍ଦ୍ରଭାଗାରେ ବୁଡି ୩ ମୃତ

କୋଣାର୍କ: ସମୁଦ୍ରରେ ଗାଧୋଉଥିବା ସମୟରେ ୩ ଜଣ ଯୁବକ ରବିବାର ପ୍ରାଣ ହରାଇଛନ୍ତି । ଚନ୍ଦ୍ରଭାଗା ଇକୋରିଟ୍ରିଟ୍ ନିକଟରେ ୨ ଜଣ ବୁଡି ଯାଇ ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ ଯୁବକ ସାମାନ୍ୟ ଦୂରରେ ଗାଧୋଉଥିବାବେଳେ ସମୁଦ୍ରରେ ବୁଡି ପ୍ରାଣ ହରାଇଛନ୍ତି ।  ମୃତକ ସମସ୍ତେ ଭୁବନେଶ୍ବରର ବୋଲି ଜଣାପଡିଛି । ସାଙ୍ଗ ହୋଇ ବଣଭୋଜି କରିବା ପରେ ଚନ୍ଦ୍ରଭାଗାରେ ଗାଧୋଉଥିବା ସମୟରେ ବୁଡି ଯାଇଥିଲେ ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories