୬ରୁ ଉତ୍କଳ ବିଲ୍ଡର୍ସର ‘ଉତ୍କଳ ଗ୍ରାଣ୍ଡ ପ୍ରପର୍ଟି ସେଲ୍ କାର୍ଣ୍ଣିଭାଲ୍’

ଭୁବନେଶ୍ୱର : ୩୫ ବର୍ଷର ଅଟଳ ବିଶ୍ୱାସ, ଅଗ୍ରଣୀ ପ୍ରକଳ୍ପ ଏବଂ ସ୍ଥାପତ୍ୟ ଉତ୍କର୍ଷତା ପାଳନ ଅବସରରେ, ଉତ୍କଳ ବିଲ୍ଡର୍ସ ୬ ରୁ ୮ ଜୁନ୍ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ହୋଟେଲ ଲାଇଫରେ ଉତ୍କଳ ଗ୍ରାଣ୍ଡ ପ୍ରପର୍ଟି ସେଲ୍ କାର୍ଣ୍ଣିଭାଲ ଆରମ୍ଭ କରିଛି ।  ଏହି କାର୍ଯ୍ୟକ୍ରମ ୩ ଦିନ ଧରି ଚାଲିବ । ପ୍ରଥମ ଥର ପାଇଁ ପ୍ରିମିୟମ୍ ଆବାସିକ ଆପାର୍ଟମେଣ୍ଟ, ଉଚ୍ଚ ସମ୍ଭାବନା ଥିବା ବାଣିଜ୍ୟିକ କାର୍ଯ୍ୟାଳୟ ଏବଂ ଦୋକାନ ଗୃହକୁ ଗୋଟିଏ ଛାତ ତଳେ … Continue reading ୬ରୁ ଉତ୍କଳ ବିଲ୍ଡର୍ସର ‘ଉତ୍କଳ ଗ୍ରାଣ୍ଡ ପ୍ରପର୍ଟି ସେଲ୍ କାର୍ଣ୍ଣିଭାଲ୍’