www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ

ଭୁବନେଶ୍ବର : ରାଜ୍ୟରେ ୧୩ ବିଶ୍ବବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ବାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ବବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା କିମ୍ବା ସମକକ୍ଷ ପଦବୀରେ ୧୦ ବର୍ଷ କାର୍ଯ୍ୟ କରଥିବା ବ୍ୟକ୍ତିବିଶେଷ କୁଳପତି ପଦ ପାଇଁ ଆବେଦନ କରିପାରିବେ । ତେବେ ୨୦୨୫ ଡିସେମ୍ବର ୧ ସୁଦ୍ଧା ବୟସ ୬୬ ବର୍ଷରୁ କମ୍‌ ହୋଇଥିବା ଆବଶ୍ୟକ ବୋଲି ବିଜ୍ଞପ୍ତିରେ ସୂଚନା ରହିଛି ।

ଢେଙ୍କାନାଳ ହେବ ଓଡ଼ିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା: ୨୬ ହଜାର ଯୁବକ ଯୁବତୀ ପାଇବେ ନିଯୁକ୍ତି

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories