www.samajalive.in
Sunday, December 14, 2025
17.1 C
Bhubaneswar

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବିିନୀଲ କ୍ରିଷ୍ଣା

ଭୁବନେଶ୍ବର: ଆଉଜଣେ ଆଇଏଏସ୍‌ ଅଧିକାରୀ କେନ୍ଦ୍ରକୁ ଯିବେ। ଓଡ଼ିଶା କ୍ୟାଡରର ବରିଷ୍ଠ ଆଇଏଏସ୍ ଅଧିକାରୀ ବିନୀଲ କ୍ରିଷ୍ଣା କେନ୍ଦ୍ରୀୟ ଡେପୁଟେସନରେ ଯିବେ। କେନ୍ଦ୍ରରେ ତାଙ୍କୁ କ୍ରୀଡ଼ା ଯୁଗ୍ମ ସଚିବ ଭାବେ ନିଯୁକ୍ତି ମିଳିଛି। ସେ ଏହି ପଦରେ ୫ ବର୍ଷ କିମ୍ବା ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ରହିବେ। କେନ୍ଦ୍ର ସରକାରଙ୍କ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ମୋଟ ୪୧ ଆଇଏଏସ୍ ଅଧିକାରୀଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories