www.samajalive.in
Saturday, December 6, 2025
16.1 C
Bhubaneswar

୧୮ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଜିଠାରୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳ ବର୍ଷା ହେବ । ଏହା ସହ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା ମଧ୍ୟ ରହିଛି । ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପାଇଁ ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories