www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ରଲରକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌, ୫ ଗୁରୁତର

ଜଳେଶ୍ୱର: ଟ୍ରଲର୍‌କୁ ଏକ ତୀର୍ଥଯାତ୍ରୀ ବସ୍‌ ଧକ୍କା ଦେବା ଫଳରେ  ୫ ଜଣ ଗୁରୁତର ହୋଇଛନ୍ତି । ବସ୍ତା ଥାନା ଜାତୀୟ ରାଜପଥ -୬୦ର ସନ୍ତୋଷପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ବସ୍ତା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି । ପଶ୍ଚିମବଙ୍ଗରୁ ୫୧ ଯାତ୍ରୀଙ୍କୁ ନେଇ ପୁରୀ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories