www.samajalive.in
Sunday, December 14, 2025
26.1 C
Bhubaneswar

୨୦୨୦ ସାଧାରଣତନ୍ତ୍ର ଦିବସ ପରେଡରେ ପଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ବର: ୨୦୨୦ ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ଆୟୋଜିତ ହେଉଥିବା ଜାତୀୟ ପରେଡରେ ପଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ। ୨୦୨୦ ସାଧାରଣତନ୍ତ୍ର ଦିବସ ପରେଡରେ ପଦର୍ଶିତ ପାଇଁ ଓଡିଶାର ପ୍ରଜ୍ଞାପନ ମେଢ ଯୋଗ୍ୟ ବିବେଚିତ ହୋଇଛି। ପଦର୍ଶିତ ହେବାକୁ ଥିବା ପ୍ରଜ୍ଞାପନ ମେଢର ଡିଜାଇନ୍ ପ୍ରସ୍ତୁତ କରୁଛନ୍ତି ବିଶିଷ୍ଟ ଚିତ୍ରଶିଳ୍ପୀ ଗଜେନ୍ଦ୍ର ସାହୁ। ୨୦୨୦ ସାଧାରଣତନ୍ତ୍ର ଦିବସ ପରେଡରେ ପଦର୍ଶିତ ହେବାକୁ ଥିବା ଓଡିଶାର ପ୍ରଜ୍ଞାପନ ମେଢ ଲିଙ୍ଗରାଜ ମନ୍ଦିର ଓ ରୁକୁଣା ରଥ ଉପରେ ନିର୍ମିତ ହୋଇଥିବା କହିଛନ୍ତି ଡିଜାଇନର ଗଜେନ୍ଦ୍ର ସାହୁ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories