www.samajalive.in
Friday, December 12, 2025
15.1 C
Bhubaneswar

ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି

ଡେସ୍କ :  ଓଡ଼ିଶା ପୁଲିସ ମହାନିର୍ଦେଶକ ସୁନୀଲ ବଂଶଲଙ୍କୁ ସରକାରୀ ଚାକିରିରୁ ଅବସର ନେବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଆସନ୍ତା ଡିସେମ୍ବର ୩୧ରେ ସୁନୀଲ ବଂଶଲ ଅବସର ନେବାକୁ ଥିବା ବେଳେ ରାଜ୍ୟ ସରକାର ଏଥିପାଇଁ ଅନୁମତି ଦେଇଛନ୍ତି । ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁନୀଲ ବଂଶଲ ହେଉଛନ୍ତି ୧୯୮୭ ବ୍ୟାଚ୍ ର ଓଡ଼ିଶା କ୍ୟାଡରର ଆଇପିଏସ୍ ଅଫିସର। ସେ ମୟୂରଭଞ୍ଜ ଏସପି ଥିଲେ । ତେବେ ୨୭ ବର୍ଷ ଧରି ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ତା’ ପରେ ଓଡିଶା ଫେରିବା ସହିତ ପୁଲିସ ମହାନିର୍ଦେଶକ ପଦବୀ ଗ୍ରହଣ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories