www.samajalive.in
Monday, December 8, 2025
13.1 C
Bhubaneswar

ଦିନ ୩ଟା ସୁଦ୍ଧା ୫୨.୯୧% ମତଦାନ, ବ୍ରହ୍ମପୁରରେ ସବୁଠୁ କମ୍

ଭୁବନେଶ୍ଵର: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଏବଂ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଜି ସକାଳ ୭ଟାରୁ ମତଦାନ ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୫୨.୯୧ ପ୍ରତିଶତ ‌ମତଦାନ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ଏପର୍ଯ୍ୟନ୍ତ କଳାହାଣ୍ଡିରେ ସର୍ବାଧିକ ଓ ବ୍ରହ୍ମପୁରରେ ସବୁଠୁ କମ୍ ମତଦାନ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ, କଳାହାଣ୍ଡି ଲୋକସଭା ଆସନରେ ଦିନ ୩ଟା ସୁଦ୍ଧା ସର୍ବାଧିକ ୫୮ ପ୍ରତିଶତ ମତଦାନ ହୋଇଥିବାବେଳେ ନବରଙ୍ଗପୁରରେ ୫୫.୬୯%, କେରାପୁଟରେ ୫୩.୦୮% ଏବଂ ବ୍ରହ୍ମପୁରରେ ସବୁଠାରୁ କମ୍‌ ୪୪.୬୫ ପ୍ରତିଶତ ମତଦାନ ହୋଇଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories