www.samajalive.in
Sunday, December 14, 2025
26.1 C
Bhubaneswar

ନିର୍ବାଚନ ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍‍ ରୁମ୍‍

ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ୍‍ ରୁମ୍‍ ଖୋଲାଯାଇଛି। ନିର୍ବାଚନ ଶେଷ ପର୍ଯ୍ୟନ୍ତ ଏହି କଣ୍ଟ୍ରୋଲ୍‍ ରୁମ୍‍ କାର୍ଯ୍ୟ କରିବ। ସାଧାରଣ ନିର୍ବାଚନ ସମ୍ପର୍କିତ ଯେକୌଣସି ଅନିୟମିତତା ଏବଂ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ବିଷୟରେ ଥିବା ଅଭିଯୋଗ ଥିଲେ ଜନସାଧାରଣ କଣ୍ଟ୍ରୋଲ୍‍ ରୁମରେ ଥିବା ୦୬୭୪-୨୩୯୫୦୧୫ ଟେଲିଫୋନ୍‍ ନମ୍ବରକୁ କଲ୍‍ କରି ଜଣାଇ ପାରିବେ। ଅଭିଯୋଗ ପାଇବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories