www.samajalive.in
Tuesday, December 9, 2025
26.1 C
Bhubaneswar

ତୁହାକୁ ତୁହା ବର୍ଷା, ନରାଜରେ ସର୍ବାଧିକ

ଡେସ୍କ: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲା ନରାଜରେ ସର୍ବାଧିକ ୯୦.୦ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି। ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ସୂଚନା ଅନୁଯାୟୀ, ମୁଣ୍ଡୁଳିରେ ୭୬.୬, ନୟାଗଡ଼଼ ଜିଲ୍ଲା ଭାପୁରରେ ୭୦.୪, ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ୭୦.୦, କଟକରେ ୬୩.୪, ଗଞ୍ଜାମ ଜିଲ୍ଲା ଆସିକାରେ ୫୩.୮, ରଣପୁରରେ ୫୧.୪, ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼଼ରେ ୫୧.୦, ଭୁବନେଶ୍ୱରରେ ୪୯.୭ ଏବଂ ଗଞ୍ଜାମ ଜିଲ୍ଲା ପାତ୍ରପୁରରେ ୪୬.୬ ମି.ମି. ବର୍ଷା ରେକର୍ଡ଼ କରାଯାଇଛି।

ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରି ଓ ବୌଦ୍ଧରେ ୩୫.୦ ଡ଼ିଗ୍ରୀ ସେଲସିୟସ୍‍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ନୟାଗଡ଼଼ରେ ୨୦.୦ ଡ଼ିଗ୍ରୀ ସେଲସିୟସ୍‍ ରେକର୍ଡ଼ କରାଯାଇଛି।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories