www.samajalive.in
Saturday, December 6, 2025
19.1 C
Bhubaneswar

ରାଜ୍ୟସଭା ଉପନିର୍ବାଚନ – ୯ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ

ଡେସ୍କ: ରାଜ୍ୟସଭା ଉପନିର୍ବାଚନ ପାଇଁ ୯ ତାରିଖରେ ବିଜେପି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବେ। ଆସନ୍ତାକାଲି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି। ଯଦି ପୂର୍ବରୁ ସାଂସଦ ମମତା ମହାନ୍ତଙ୍କ କଥା ବିଚାରକୁ ନିଆଯାଏ, ତେବେ ସେହି ସୂତ୍ର ଅନୁଯାୟୀ, ବିଜେପି ସୁଜିତ କୁମାରଙ୍କୁ ପ୍ରାର୍ଥୀ କରିବା ସମ୍ଭାବନା ରହିଛି।

ରାଜ୍ୟସଭା ଉପ-ନିର୍ବାଚନ ଲାଗି ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଚଳିତ ମାସ ୩ରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ୧୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୧୩ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନଧାର୍ଯ୍ୟ କରାଯାଇଛି। ୨୦ ତାରିଖ ଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯାଇ ଅପରାହ୍ନରେ ଭୋଟଗଣତି ହେବ ବୋଲି ଜଣାପଡ଼ିଛି।

- Advertisement -

ସୂଚନାଯୋଗ୍ୟ ରାଜ୍ୟସଭା ସାଂସଦ ସୁଜିତ୍‌‌ କୁମାର ଇସ୍ତଫା ଦେବା ପରେ ସେହି ପଦବୀ ପୂରଣ ପାଇଁ ଉପନିର୍ବାଚନ ହେଉଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories