www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୦୮୮୧ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୫୬୭୩୮୨କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୮୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୫୬୭୩୮୨କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୫୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ୧୪୪୦, କଟକ ୮୮୩, ଅନୁଗୁଳ ୫୨୨, ସମ୍ବଲପୁର ୪୫୫, ବରଗଡ଼ ୪୧୧, ମୟୂରଭଞ୍‌ଜ ୩୮୫, କଳାହାଣ୍ଡି ୩୬୮, ନୟାଗଡ଼ ୩୪୭, ପୁରୀ ୩୩୩, ଷ୍ଟେଟପୁଲ ୩୩୨, ଗଞ୍ଜାମ ୩୧୧, ବାଲେଶ୍ବର ୩୦୩, ନୂଆପଡ଼ା ୩୦୩, ନବରଙ୍ଗପୁର ୨୮୪, ଜଗତସିଂହପୁର ୨୬୩, ଝାରସୁଗୁଡ଼ା ୨୬୨, ଭଦ୍ରକ ୨୩୧, ବଲାଙ୍ଗିର ୧୯୮, ଢେଙ୍କାନଳ ୧୯୬, ସୋନପୁର ୧୯୪, ରାୟଗଡ଼ା ୧୮୩, କେନ୍ଦୁଝର ୧୭୬, କୋରାପୁଟ ୧୭୫, ବୌଦ୍ଧ ୧୫୧, କେନ୍ଦ୍ରାପଡ଼ା ୧୩୭, ଯାଜପୁର ୧୧୯, କନ୍ଧମାଳ ୧୦୯, ଦେବଗଡ଼ ୧୦୮, ଗଜପତି ୮୪ ଏବଂ ମାଲକାନଗିରି ୫୯ ଜଣ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories