www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠୁ ୨ମାସ ଯାଏ ସମୁଦ୍ରରେ ମାଛ ଧରା ବନ୍ଦ

ପାରାଦୀପ: ଆଜିଠୁ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା। ମାଛ ବଂଶ ବୃଦ୍ଧି ପାଇଁ ସମୁଦ୍ରରେ ମାଛଧରା ଉପରେ ରାଜ୍ୟ ସରକାର ରୋକ୍‌‌ ଲଗାଇଛନ୍ତି। ଏପ୍ରିଲ ୧୫ରୁ ଜୁନ୍‌‌ ୧୪ ପର୍ଯ୍ୟନ୍ତ ମାଛଙ୍କ ଅଣ୍ଡାଦାନ ସମୟ ହୋଇଥିବାରୁ ମାଛ ସଂରକ୍ଷଣ ପାଇଁ ମତ୍ସ୍ୟ ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ ମାଛ ଧରିବାକୁ ବାରଣ କରାଯାଇଛି। ପାରାଦୀପରେ ୨୫୪୩ରୁ ଅଧିକ ଯନ୍ତ୍ର ଚାଳିତ ଡଙ୍ଗା ଚଳାଚଳକୁ ବନ୍ଦ କରାଯାଇଛି। ଏହାସହିତ ୬୬୧ଟି ସୋନା ବୋଟ ଚଳାଚଳ ବନ୍ଦ ହୋଇଛି।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories