www.samajalive.in
Saturday, December 13, 2025
21.1 C
Bhubaneswar

ଓଏସଏସଟିଇଟି ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ଦ୍ବାରା ପରିଚାଳିତ ୨୦୨୪ ବର୍ଷର ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି) ଫଳ ଆଜି ପ୍ରକାଶ ପାଇଛି। ଓଏସଏସଟିଇଟି-୨୦୨୪ ପରୀକ୍ଷାଫଳ ୱେବସାଇଟ୍ www.bseodisha.ac.inରେ  ଉପଲବ୍ଧ ହେଉଛି। ଏହି ୱେବସାଇଟରୁ ପରୀକ୍ଷାର୍ଥୀ ସେମାନଙ୍କ ପରୀକ୍ଷାଫଳ ଜାଣିପାରିବେ।

ମୋଟ ୪୮,୦୦୧ଜଣ ପରୀକ୍ଷାର୍ଥୀ ଓଏସଏସଟିଇଟି-୨୦୨୪ ଦେଇଥିଲେ। www.bseodisha.ac.in ୱେବସାଇଟ୍‌‌ରୁ ଡିଜିଟାଲ ସାର୍ଟିଫିକେଟ ଡାଉନଲୋଡ୍‌‌ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories