ଜାତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହ ପ୍ରଶିକ୍ଷକ ହେଲେ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ

କଟକ: ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ଜାତୀୟ ମହିଳା ଫୁଟବଲର ଆଉ ଏକ ଗୁରୁଦାୟିତ୍ବ ମିଳିଛି। ଶ୍ରଦ୍ଧାଞ୍ଜଳି ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହ ପ୍ରଶିକ୍ଷକ ନିଯୁକ୍ତ ହୋଇଛନ୍ତି। ଏଆଇଏଫଏଫ ପକ୍ଷରୁ ଗୋଆରେ ଚଳିତ ଡିସେମ୍ବର ୨୬ରୁ ଆୟୋଜିତ ହେବାକୁ ଥିବା ଭାରତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ଶିବିରରେ ଶ୍ରଦ୍ଧାଞ୍ଜଳି ସହ ପ୍ରଶିକ୍ଷକ ଦାୟିତ୍ବ ତୁଲାଇବେ। ଶ୍ରଦ୍ଧାଞ୍ଜଳି ଗତ ୫ବର୍ଷ ​‌େ​‌ହବ ଜାତୀୟ … Continue reading ଜାତୀୟ ୧୯ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହ ପ୍ରଶିକ୍ଷକ ହେଲେ ଶ୍ରଦ୍ଧାଞ୍ଜଳି ସାମନ୍ତରାୟ