www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶା ବାଳକ ହକି ଦଳ ଚମ୍ପିଆନ୍

ରାଉରକେଲା : ହରିୟାଣାର ରୋହତକ ରାଜୀବ ଗାନ୍ଧୀ ଷ୍ଟାଡିୟମ୍ ପରିସରରେ ୧୭ ବର୍ଷରୁ କମ ବାଳକ ହକି ବର୍ଗରେ ବାଜି ମାରିଛି ଓଡ଼ିଶା ଦଳ। ବୁଧବାର ଓଡ଼ିଶା ଏବଂ ହରିୟାଣା ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିବାବେଳେ ଓଡ଼ିଶା ବାଳକ ହକି ଦଳ ଏଥିରେ ଚମ୍ପିଆନ୍‌ ହୋଇଛି। ଓଡ଼ିଶା ବାଳକ ହକି ଦଳ ହରିୟାଣା ଦଳକୁ ୩-୧ ଗୋଲରେ ପରାସ୍ତ କରି ଚମ୍ପିଆନ ହେବା ସହିତ ସ୍ୱର୍ଣ୍ଣ ପଦକ ହାସଲ କରିଛି। ଅଜୟ କୁମାର ରାଉତ, ବଂଶୀଧର ମାହାତୋ ଏବଂ ନିରଞ୍ଜନ ମଲ୍ଲିକଙ୍କ ତତ୍ୱାବଧାନରେ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରି ଓଡ଼ିଶାର ଗୌରବ ରଖିଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories