www.samajalive.in
Tuesday, December 9, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ କୁମାର ସେଠୀ । ଏକକାଳୀନ ୮ଟି ସ୍ଥାନରେ ଚଢାଉ ଚାଲିଥିବା ସୂଚନା ମିଳିଛି । ଚଢାଉରେ ୭ଜଣ ଡିଏସପି, ୩ଜଣ ଇନସ୍ପେକ୍ଟର, ୧୦ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀ ମାନେ ସାମିଲ ହୋଇଛନ୍ତି । ଭୁବନେଶ୍ୱରର ଲିଙ୍ଗିପୁର ସ୍ଥିତ ଘର ଓ ଅଫିସ, ପିପିଲିରେ ଥିବା ଫାର୍ମହାଉସ, ଭୁବନେଶ୍ୱର ବ୍ରହ୍ମେଶ୍ୱରରେ ଥିବା ସମ୍ପର୍କୀୟଙ୍କ ଘର, ନୂଆପଡାରେ ଥିବା କାର୍ଯ୍ୟାଳୟ, ଭୁବନେଶ୍ୱର କେଦାରଲେନ ଠାରେ ଥିବା ଘର ଓ ଗ୍ୟାରେଜ ଛକରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‍ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories