www.samajalive.in
Thursday, December 11, 2025
15.1 C
Bhubaneswar

ଲଘୁଚାପ କ୍ଷେତ୍ର ସକ୍ରିୟ, କାଲି ସୁଦ୍ଧା ଅବପାତ ସମ୍ଭାବନା

ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକ୍ରିୟ ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


ସୂଚନା ଅନୁଯାୟୀ, ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତୀ ୩ ଦିନ ଯାଏଁ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତିକରି ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-ବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories