www.samajalive.in
Friday, December 12, 2025
26.1 C
Bhubaneswar

୭ରୁ ବଢ଼ିବ ଶୀତ

ଭୁବନେଶ୍ବର: ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ଆସନ୍ତା ୭ ତାରିଖ ଯାଏଁ ବର୍ଷା ଲାଗି ରହିବ। ଏହାପରେ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ଯାଏଁ ତଳକୁ ଖସିବା ସମ୍ଭାବନା ରହିଛି। ବର୍ତ୍ତମାନ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ଅଧିକ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।


ଆସନ୍ତା ୩ ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଜି କୋରାପୁଟରେ ସବୁଠୁକମ୍ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ରେକର୍ଡ଼ କରାଯାଇଛି। ଦାରିଙ୍ଗବାଡ଼ିରେ ୧୬ ଡିଗ୍ରୀ, ଫୁଲବାଣୀରେ ୧୭.୮ ଡିଗ୍ରୀ, ସୁନ୍ଦରଗଡ଼ରେ ୧୮.୬ ଡିଗ୍ରୀ, ବୌଦ୍ଧରେ ୧୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ କରାଯାଇଛି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories