www.samajalive.in
Sunday, December 14, 2025
17.1 C
Bhubaneswar

ଗ୍ରୀଷ୍ମ ପ୍ରବାହ ନେଇ ୬ ଜିଲ୍ଲାକୁ ସତର୍କତା ଜାରି

ଡେସ୍କ: ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୨୮ରୁ ୩୦ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ୬ଟି ଜିଲ୍ଲାକୁ ଚେତାବନୀ ଜାରି କରିଛି। ଆସନ୍ତାକାଲି ଅର୍ଥାତ ୨୮ ତାରିଖ ପାଇଁ ୨ଟି ଜିଲ୍ଲା ସମ୍ବଲପୁର, ବୌଦ୍ଧକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୯ ତାରିଖ ପାଇଁ ୬ଟି ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩୦ ତାରିଖ ପାଇଁ ୮ଟି ଜିଲ୍ଲା ସୁନ୍ଦରଗଡ଼଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼଼, ବଲାଙ୍ଗିର, କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories